ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର

ବଣାଇ ୧୭/୦୫ ଚାନ୍ଦିପୋଷ ଥାନାର ୧୪୩ ଜାତୀୟ ରାଜପଥର ଧାନ ଘର ନିକଟରେ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ। ଦୁର୍ଘଟଣା ୮ ଗୁରୁତର, ଦୁଇ ଜଣ ମୃତ୍ୟୁ ହୋଇଥିବା ସୂଚନା । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ରାଉରକେଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବାଲେଶ୍ୱରର ଭୋଗରାଇରୁ ରାଉରକେଲା ଫେରୁଥିବା ବେଳେ ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.