ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଡ୍ରାଇଭର ସମେତ ୯ ଗୁରୁତର

ସାଲେପୁର ୦୫/୦୬: ଆଜି ସକାଳୁ କଟକ-ସାଲେପୁର ରାସ୍ତାର ଶିଶୁଆ ବଜାର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟି ଡ୍ରାଇଭର ସମେତ ୯ଜଣ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକ ଦମକଳ ବାହୀନି ସହାୟତାରେ ବୋଲରର କାଚଭାଙ୍ଗି ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସାଲେପୁର ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ମେଡିକାଲକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଏକ ବୋଲର ଗାଡ଼ି ପଟ୍ଟାମୁଣ୍ଡାଇର ବଉଳାଙ୍ଗ ଅଞ୍ଚଳରୁ ସନ୍ଧ୍ୟାରାଣୀ ଭୂୟାଁ, ସୁଲୋଚନା ଭୂୟାଁ, ମେଘନାଦ ଭୂୟାଁଙ୍କ ସମେତ ୯ଜଣକୁ କଟକ ନେଇ ଜାଉଥିବା ବେଳେ ଶିଶୁଆ ବଜାର ନିକଟରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ ପଛରେ ପିଟି ହୋଇଯାଇଥିଲା।ଫଳରେ ବୋଲରରେ ଥିବା ଡ୍ରାଇଭର ସମେତ ୯ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.