PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: ରେଞ୍ଜରଙ୍କ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ, ବଡ଼ମ୍ବା ରେଞ୍ଜରଙ୍କ ସମେତ ୧୫ ଅଟକ
  • ||
  • ଭୁବନେଶ୍ୱର: ଥଣ୍ଡା ଜ୍ୱରରେ ରାଜ୍ୟ କଲବଲ: ପୀଡ଼ିତ ଶିଶୁଙ୍କ ସଂଖ୍ୟା ୩ଗୁଣ ବଢ଼ିଛି, ଚିନ୍ତାରେ ଅଭିଭାବକ
  • ||
  • ଭୁବନେଶ୍ୱର: ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼, ଜଣେ ଅଟକ
  • ||
  • ଭୁବନେଶ୍ୱର: ସରିଲା ଖଣ୍ଡଗିରି କୁମ୍ଭମେଳା, ଫେରିଲେ ସାଧୁସନ୍ଥ
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ତ୍ରୀବତା ଥିଲା ୭.୮
  • ||

ଛତ୍ରପୁର: ଗୋଲା ପଲ୍ଲୀ ଗ୍ରାମରେ ବୋମାମାଡ

ଛତ୍ରପୁର ୪/୧୨: ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ ପାତ୍ରଙ୍କ ଘର ଉପରେ ଏହି ବୋମାମାଡ଼ ହୋଇଛି। ଘଟଣାସ୍ଥଳରେ ଛତ୍ରପୁର ପୋଲିସର ତଦନ୍ତ ଜାରି ରହିଛି। ଅପରପକ୍ଷରେ କିଛି ଲୋକଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ଘଟଣାର କାରଣ ଜଣାପଡ଼ିନାହିଁ l ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍‌ ଦଳ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।