ପ୍ରମୂଖ ଖବର
  • କୋରାପୁଟ : ଗଞ୍ଜେଇ ଚାଲାଣ କରୁଥିବା ବେଳେ ୨ ଛାତ୍ର ଗିରଫ, ୪୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
  • ||
  • ନିମାପଡ଼ା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଗଞ୍ଜାମ : ୩୩ କେଭି ତାର ସହ ଏଲଟି ଲାଇନର ତ୍ରୁଟି ପୂର୍ଣ୍ଣ ସଂଯୋଗ, ଜଳିଗଲା ୮ରୁ ଉର୍ଦ୍ଧ୍ୱ ଘରର ବିତ୍ୟୁତ ସରଞ୍ଜାମ
  • ||
  • ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ ଦିବସ ପାଳିତ
  • ||
  • ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
  • ||
  • ପୁରୀ : କୁମ୍ଭକାର ଶାଳରେ କୁରାଳ ପଞ୍ଚମୀ ପୂଜାର୍ଚ୍ଚନା
  • ||
  • ସଂସଦରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ନ ୧୨ଟା ଯାଏ ଲୋକସଭା ମୁଲତବୀ
  • ||
  • 'ମୁଁ ରାଜ୍ୟସଭା ରେସ୍‌ରେ ଆଦୌ ନାହିଁ, ଏ ଚର୍ଚ୍ଚା କପୋଳକଳ୍ପିତ'...
  • ||
  • ଚଣ୍ଡିଖୋଲ : ଦୋକାନ ଉପରେ ମାଡ଼ି ଗଲା ଟ୍ରକ୍‌, ୨ ଆହତ
  • ||
  • ଝାରସୁଗୁଡ଼ା : ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ
  • ||
  • ସମ୍ବଲପୁର: ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍
  • ||
  • ଘନ କୁହୁଡି ବଳୟରେ ସୂର୍ଯ୍ୟ ମନ୍ଦିର, କାରୁକାର୍ଯ୍ୟ ଦେଖିବାରୁ ପର୍ଯ୍ୟଟକ ବଞ୍ଚିତ
  • ||
  • ବାରଙ୍ଗ ପୁଅ ବୋହୂ ପୋଡ଼ି ଘଟଣା: ୫ ଦିନ ଜୀବନ ମରଣ ସହ ସଙ୍ଘର୍ଷ ପରେ ଆଖି ବୁଜିଲା ପୁଅ
  • ||
  • ପୁରୀ: ଶନିବାର ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ: ଘୋଡ଼ ପ୍ରସ୍ତୁତି ଶେଷ, ଆଜି ଅଧିବାସ ନୀତି
  • ||
  • ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଫେରିଛି ଶୀତ, ନିଆଁ ଜାଳି ଥଣ୍ଡାରୁ ରକ୍ଷା ପାଉଛନ୍ତି ଲୋକେ
  • ||
  • ବଡ଼ଧରଣର ଭୂକମ୍ପରେ ଥରିଲା ଉତ୍ତର କାଲିଫର୍ଣ୍ଣିଆ, ରିକ୍ଟର ସ୍କେଲରେ ତୀବ୍ରତା ୭.୦, ସୁନାମୀ ଆଲର୍ଟ
  • ||
  • ଆସନ୍ତା ୧୧ ଯାଏ ରାଜ୍ୟରେ ଶୀତ କମ୍‌,୧୨ରୁ ସାମାନ୍ୟ ବଢ଼ିବ ଜାଡ଼: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା
  • ||

ବର୍ଡର-ଗାଭାସ୍କର ଟ୍ରଫି, ୩ ହଜାର ଟେଷ୍ଟ ରନ୍ କ୍ଲବରେ ରାହୁଲ

ପର୍ଥ,୨୨/୧୧: ସମ୍ମାନଜକ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି । ପର୍ଥରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇଟ୍ ଜାରି ରହିଛି  । ଟସ୍ ଜିତି ବ୍ୟାଟିଂ କରୁଛି ଯଶପ୍ରୀତ ବୁମରାଙ୍କ ନେତୃତ୍ବାଧୀନ ଟିମ୍ ଇଣ୍ଡିଆ । ଆରମ୍ଭରୁ ଭାରତୀୟ ଦଳ ଟଳମଳ ହୋଇଛି । ରିପୋର୍ଟ ଲେଖା ହେବା ସୁଦ୍ଧା ଭାରତ ୬୫ ରନ କରି ୪ଟି ୱିକେଟ ହରାଇ ସାରିଛି । ପ୍ରଥମ ଦିନରେ ଭାରତ ଆରମ୍ଭ ଭଲ ନଥିଲେ ବି କେଏଲ ରାହୁଲ ମାଇଲଷ୍ଟୋନ ସ୍ଥାପନ କରିଛନ୍ତି ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ । ଯଶସ୍ବୀ ଜୈସ୍ବାଲ ଓ ଦେବଦତ୍ତ ପାଡିକର ଓପିନିଂ କରିଥିଲେ । ଦେବଦତ୍ତ ଓ ଜୈସ୍ବାଲ ଖାତା ଖୋଲି ପାରିନପାରି ପାଭିଲିୟନ ଫେରିଥିଲେ । ଏହାପରେ କେଏଲ ରାହୁଲ ଓ ବିରାଟ କୋହଲି ବ୍ୟାଟିଂ ପାଇଁ ଆସିଥିଲେ । ୧୬ ଓଭର ଖେଳ ମଧ୍ୟରେ ବିରାଟ କୋହଲି ୫ ରନ କରି ପାଭିଲିୟନ ଫେରିଥିଲେ । କେଏଲ ରାହୁଲ ସ୍ଥିତି ସମ୍ଭାଳି ଖେଳିଥିଲେ । 

୪୭ ଓଭର ଖେଳରେ ରାହୁଲ ୨୬ ରନ କରି ଆଉଟ ହୋଇଥିଲେ । ଏହି ରନ ସହ ରାହୁଲ ଏକ ମାଇଲଷ୍ଟୋନ ସ୍ଥାପନ କରିଛନ୍ତି । ଟେଷ୍ଟରେ ୩ ହଜାର ରନ କ୍ଲବରେ ପ୍ରବେଶ କରିଛନ୍ତି ଭାରତୀୟ ୱିକେଟକିପର ବ୍ଯାଟର କେଏଲ ରାହୁଲ । ଏହାପରେ ଋଷବ ପନ୍ତ ଓ ଧ୍ରୁବ ଜୁରେଲ ବ୍ୟାଟିଂ ଜାରି ରଖିଥିଲେ । ମାତ୍ର ୧୧ ରନ କରି ଆଉଟ ହୋଇଥିଲେ ଜୁରେଲ । ରିପୋର୍ଟ ଲେଖା ଯିବା ସୁଦ୍ଧା ଭାରତ ୬୫ ରନ କରି ୫ଟି ୱିକେଟ ହରାଇଛି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.