PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବିଭତ୍ସ ହତ୍ୟା, ବଡ଼ ଭାଇକୁ ପିଟିପିଟି ମାରିଦେଲେ ବାପା ଓ ପୁଅ

ବୌଦ୍ଧ, ୧୧/୦୮ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଲୁଣିବାହାଲରେ ବିଭତ୍ସ ହତ୍ୟା। ବଡ଼ ଭାଇକୁ ପିଟିପିଟି ମାରିଦେଲେ ବାପା ଓ ପୁଅ। ମୃତକ ହେଲେ ଯୁବରାଜପୁର ଗ୍ରାମର ଝରିଆ ବାରିକ। ଝରିଆଙ୍କୁ ବାପା ସୁବାଷ ବାରିକ ଓ ପୁଅ ଅଶିତ ବାରିକ ବଜାର ଉପରେ ଗୋଡ଼ାଇ ଗୋଡ଼ାଇ ଠେଙ୍ଗାରେ ପିପିପିଟି ହତ୍ୟା କରିଛନ୍ତି। ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଦୁଇ ଅଭିଯୁକ୍ତଙ୍କୁ ବୌଦ୍ଧ ଥାନା ସରସରା ନିକଟରୁ କାବୁ କରିଛି ପୁରୁଣାକଟକ ପୋଲିସ।