ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ପୋଖରୀରେ ବୁଡି ନାବାଳକ ମୃତ

Published By : Suraj Kumar | May 25, 2025 7:10 PM

ପାଟଣାଗଡ,୨୫।୫ (ଆପ୍ର): ବଲାଙ୍ଗୀର ଜିଲ୍ଲା ପାଟଣଗଡ ଥାନା ମରୁଆଁ ଗାଁରେ ରବିବାର ପୋଖରୀରେ ବୁଡି ଜଣେ ନାବାଳକ ଙ୍କର ମୃତ ହୋଇଛି ।‌ ମୃତ ନାବାଳକ ଜଣକହେଲେ ଉକ୍ତ ଗାଁର ପ୍ରଞ୍ଜା ସାହୁ (୯) । 

ସୁଚନା ଅନୁସାରେ ରବିବାର ସକାଳୁ ପ୍ରଞ୍ଜା ଗାଁ ମୁଣ୍ଡର ଅନିତ ଦୂରରେ ଥିବା ଏକ ପୋଖରୀକୁ ଗାଧୋଇବା ପାଇଁ ଯାଇ ପାଣିରେ ବୁଡି ଯାଇଥିଲେ । କିଛି ସମୟପରେ ଗାଁର ଲୋକମାନେ ସେଠାକୁ ଯିବାବେଲେ ପ୍ରଞ୍ଜା ପାଣିରେ ଭାସୁଥିବାର ଦେଖିବାକୁ ପାଇଥିଲେ । ପରେ ଗାଁ ଲୋକେ ପରିବାର ବର୍ଗଙ୍କୁ ଖବର ଦେଇଥିଲେ । ପରିବାର ଲୋକେ ଆସି ଘଟଣା ସ୍ଥଳରୁ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପ୍ରଜ୍ଞାଙ୍କ ମୃତ୍ୟୁ ଖବର ଜାଣିବାପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବର ପାଇଁ ପାଟଣାଗଡ ପୁଲିସ ଡାକ୍ତର ଖାନାକୁ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ଅଧିକ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.