ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କୋଏଲ ନଦୀରେ ବୁଡି ନାବାଳକ ମୃତ

Published By : Suraj Kumar | April 27, 2025 4:48 PM

ରାଉରକେଲା,୨୭।୪ : କୋଏଲ ନଦୀ ନେଲା ଜୀବନ । ରାଉରକେଲା ସହରର  କୋଏଲ ନଦୀର ବୈକୁଣ୍ଠ ଘାଟ ନିକଟରେ ବୁଡି ଯାଇ ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ହେଲେ କୋଏଲ ନଗର ବି ବ୍ଲକର ସତ୍ୟଜିତ ବେହେରା। ସେ ନବମ ଶ୍ରେୀରେ ପଢୁଥିଲେ।

ରାଉରକେଲା ସହରର  କୋଏଲ ନଦୀର ବୈକୁଣ୍ଠ ଘାଟ ନିକଟରେ କୋଏଲ ନଗର ବି ବ୍ଲକର ସତ୍ୟଜିତ ବେହେରା ଶନିବାର ସନ୍ଧ୍ୟାରେ ଗାଧୋଉଥିଲେ। ଏହି ସମୟରେ ନଦୀରେ ବୁଡି ଯାଇଥିଲେ। ଖବର ପାଇ ଝିରପାଣି ଥାନା ପୋଲିସ ଓ ଅଗ୍ନିଶମ ବାହିନୀ  ପହଞ୍ଚି ନଦୀରୁ ରାତିରେ ମୃତଦେହ ଉଦ୍ଧାର କରିଥିଲେ। ଇସ୍ପାତ ଜେନେରାଲ ହସପିଟାଲରେ  ମୃତଦେହ ବ୍ୟବଛେଦ କରାଯଇ ପରିବାଲ ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.