ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଭୁଶୁଡ଼ିଲା ପୋଲ, ଯୋଗାଯୋଗ ବିଛିନ୍ନ

ନୀଳଗିରି, ୬/୯ : ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଅଧିନ ବେଗୁନିଆ ଗ୍ରାମରେ ଭୁଶୁଡିଲା ପୋଲ। ମଙ୍ଗଳବାର ରାତିସାରା ବର୍ଷା ହୋଇଥିବା କାରଣରୁ ଆଜି ସକାଳେ ହଠାତ୍ ପୋଲଟି ଭୁଶୁଡି ପଡିଥିଲା। ଫଳରେ ବେଗୁନିଆ ତୁଟାପଡା ଗାଁକୁ ଯୋଗାଯୋଗ ବିଛିନ୍ନ ହୋଇଛି। ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଖୁବ୍ ଶୀଘ୍ର ପୋଲ ନିର୍ମାଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.