ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୋଖରୀରେ ବୁଡି ଭାଇ-ଭଉଣୀଙ୍କ ସଲିଳ ସମାଧି

ବାରିପଦା, ୦୨/୧୨ : ଗାଧୋଉ ଥିବା ବେଳେ ପୋଖରୀରେ ବୁଡି ଭାଇ-ଭଉଣୀଙ୍କ ସଲିଳ ସମାଧି। ବାରିପଦା ସଦର ଥାନା ଅନ୍ତର୍ଗତ ଜ୍ୟୋତିପୁର ଗ୍ରାମ ମାଝୀସାହିରେ ଏଭଳି ଦୁଃଖଦ ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଜ୍ୟୋତିପୁର ଗ୍ରାମ ମାଝୀସାହିର ସ୍ବର୍ଗତ ଲବ ମାଝୀଙ୍କ ୬ବର୍ଷ ଝିଅ ମାଲ ମାଝୀ ଓ ୨ବର୍ଷ ପୁଅ କାର୍ତ୍ତିକ ମାଝୀ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏତିକି ବେଳେ ପାଣିରେ ବୁଡି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଛି। ପୁଲିସ ମୃତଦେହ ଉଦ୍ଧାର କରି ବାରିପଦା ସ୍ଥିତ ପିଆରଏମ ହସ୍ପିଟାଲକୁ ଆଣି ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.