ପ୍ରମୂଖ ଖବର
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବ୍ରାଉନ ସୁଗାର ଜବତ; ଜଣେ ଗିରଫ

Published By : Bijay Swain | June 27, 2025 9:27 PM

ସୋର, ୨୭/୬: ସୋର ଅବକାରୀ ବିଭାଗ ତରଫରୁ ପୌର ପାଳିକା ଅନ୍ତର୍ଗତ ଚକବାରହାପୁର ଗ୍ରାମରେ ଚଢ଼ାଉ କରି ବ୍ରାଉନ ସୁଗାର ଜବତ କରିଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। 

ସୋର ଆଦର୍ଶ ଅବକାରୀ ଥାନାଧିକାରୀ ସୁରଜ କୁମାର ଟୀଗାଙ୍କ ନେତୃତ୍ୱରେ ଏକ ଟିମ ଚକବାରହାପୁର ଗ୍ରାମର ସେକ ରାଜୀବ (୨୧) ଘରେ ଚଢ଼ାଉ କରି ତା ନିକଟରୁ ୧୨୫ ଗ୍ରାମ ବ୍ରାଉନ ସୁଗାର ଜବତ କରିବା ସହିତ ତାକୁ ଗିରଫ କରିଥିଲେ। ଆଜି ଅପରାହ୍ନରେ ସୋର ମେଡିକାଲରେ ତାର ଡାକ୍ତରୀ ମାଇନା ପରେ ତାକୁ କୋର୍ଟ ଚାଲାଣ କରାଯାଇଛି। 

ଏହି ଚଢ଼ାଉରେ ଏଏସଆଇ ବସନ୍ତ ବାରିକ, କନେଷ୍ଟବଳ ଶଶୀକାନ୍ତ ସାହୁ ଏବଂ କାଜଲ ପ୍ରିୟଦର୍ଶିନୀ ସାମିଲ ହୋଇଥିଲେ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୧୨ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.