PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

୫୧ ଗ୍ରାମର ବ୍ରାଉନସୁଗର ଜବତ, ୪ ଗିରଫ

ଖୋର୍ଦ୍ଧା, ୨୨/୦୯ : ଖୋର୍ଦ୍ଧା ଥାନା ଗୁରୁଜଙ୍ଗ ଗାଁ ନିକଟରେ ଥବା ଏକ କମ୍ପାନୀ ନିକଟରୁ ୫୧ ଗ୍ରାମର ବ୍ରାଉନସୁଗର ଜବତ। ଏହା ସହ ୪ ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ସେମାନଙ୍କ ନିକଟରୁ ୨ଟି ବାଇକ୍ ଜବତ ହୋଇଛି। ତେବେ ଜବତ ହୋଇଥିବା ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୫ ଲ୩ ଟଙ୍କା ହେବ ବୋଲି ସୂଚନା ମିଳିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଗୁରୁଜଙ୍ଗ ଗ୍ରାମର ସର୍ବେଶ୍ଵର ବେହେରା, ଜୀବନ ମିଶ୍ର, ମଠସାହିର କବିରାଜ ପ୍ରଧାନ, ବାଙ୍କୀ ଥାନା ଅନ୍ତର୍ଗତ ଚମ୍ପତିପୁର ଗ୍ରାମର ଚିକୁନ ସାହୁ।