ପ୍ରମୂଖ ଖବର
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଶେଷ ସୀମାରେ ବିକାଶ ଅପହଞ୍ଚ, ବ୍ରାହ୍ମଣୀଗାଁରେ BSNL ନେଟୱର୍କ ସେବା ବାଧାପ୍ରାପ୍ତ

Published By : Prameya | May 17, 2025 9:56 AM

ବ୍ରାହ୍ମଣୀଗାଁ, ୧୫/୫ : କନ୍ଧମାଳ ଜିଲ୍ଲାର ଶେଷ ସୀମାରେ ରହିଛି ବ୍ରାହ୍ମଣୀଗାଁ। ଏଠି ପଛଘୁଞ୍ଚା ଦେଇଛି ବିକାଶ। ଏଠି ଲୋକଙ୍କ ପାଖରେ ପହଞ୍ଚି ପାରିନି ୫ଜି ନେଟୱର୍କ ସେବା। ଗତ କିଛି ଦିନ ହେବ ଏହି ଅଞ୍ଚଳରେ BSNL ନେଟୱର୍କ ସେବା ବାଧାପ୍ରାପ୍ତ ହେଉଛି। ଏଥିପ୍ରତି କୌଣସି ସରକାରୀ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନି। ଏହି ସମସ୍ୟାର ସ୍ଥାୟୀ ସମାଧାନ କରାଯାଉ ନଥିବାରୁ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। 

ବ୍ରାହ୍ମଣୀଗାଁ ବଜାରର ପେଣ୍ଠସ୍ଥଳୀ ଭାବରେ ଜଣାଶୁଣା। ଏଠାରେ ଅଧିକାଂଶ ସମୟରେ ବ୍ୟାଙ୍କରେ ଟଙ୍କା ନେଣଦେଣ, ସ୍କୁଲ, କଲେଜ ଏବଂ ବିଭିନ୍ନ ସରକାରୀ ଅଫିସ କାମ ଅନଲାଇନ୍‌ରେ କରାଯାଏ। ଏଠାରେ ଏକମାତ୍ର ସରକାରୀ ନେଟୱର୍କ ସୁବିଧା ରହିଥିବା ବେଳେ ଅନ୍ୟ କୌଣସି ବିକଳ୍ପ ପନ୍ଥା ନାହିଁ। ତେଣୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଅଭିଯୋଗ କଲେ ସୁଦ୍ଧା କେହି ଶୁଣୁନାହାଁନ୍ତି। ଏଥିପ୍ରତି କୌଣସି ସରକାରୀ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନି। ବୋଧେ ସରକାରୀ ଅଧିକାରୀ ଡିଜିଟାଲ୍ ଇଣ୍ଡିଆରେ ବ୍ରାହ୍ମଣୀଗାଁକୁ ଯୋଡ଼ିବାକୁ ଚାହୁଁ ନାହାଁନ୍ତି। ଏପରିକି ସୋସିଆଲ ମିଡିଆ ଏବଂ ଗଣମାଧ୍ୟମରେ ନେଟୱର୍କ ସୁବିଧା ପାଇଁ ସରକାରଙ୍କୁ ଗୁହାରୀ କଲେ ମଧ୍ୟ ଫଳ ଶୂନ। 

ବ୍ରାହ୍ମଣୀଗାଁରେ ଏକ ନୂତନ ୫ଜି ନେଟୱର୍କ୍ ସେବା ସୁବିଧା ପାଇଁ ଜନସାଧାରଣରେ ପ୍ରତିବାଦ ହେଉଛି। ସରକାର ଏହାର ସ୍ଥାୟୀ ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.