ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ୟୁପିରେ ଏକାକୀ ନିର୍ବାଚନ ଲଢିବ ବିଏସପି, ବଡ ଘୋଷଣା କଲେ ମାୟାବତୀ...

Published By : Ladu Kishor | October 15, 2024 6:13 PM

ନୂଆଦିଲ୍ଲୀ: ଆଜି (ମଙ୍ଗଳବାର) ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବାକୁ ଥିବାବେଳେ, ଝାଡଖଣ୍ଡରେ ୮୧ ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ହେବ । ଏଥି ସହ ଉତ୍ତରପ୍ରଦେଶ ସମେତ ବିଭିନ୍ନ ରାଜ୍ୟରେ ବିଧାନସଭା ଏବଂ ଲୋକସଭା ଆସନ ପାଇଁ ଉପ-ନିର୍ବାଚନ ତାରିଖ ମଧ୍ୟ ଆୟୋଗ ଘୋଷଣା କରିଛନ୍ତି । ଆଉ ଏହି ଘୋଷଣାର କିଛି ସମୟ ପରେ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଏକ ବଡ ଘୋଷଣା କରିଛନ୍ତି। ମାୟାବତୀ କହିଛନ୍ତି ଯେ, ବିଏସପି ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ୟୁପିରେ ଏକାକୀ ନିର୍ବାଚନ ଲଢିବ ।

ନଭେମ୍ବର ୨୦ ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହେବ ଏବଂ ନଭେମ୍ବର ୨୩ ରେ ଭୋଟ୍ ଗଣନା କରାଯିବ । ସେହିଭଳି ଝାଡଖଣ୍ଡରେ ନଭେମ୍ବର ୧୩ ଏବଂ ୨୦ରେ ମତଦାନ ହେବାକୁ ଥିବା ବେଳେ ଏବଂ ଏହାର ଫଳାଫଳ ୨୩ନଭେମ୍ବରରେ ଆସିବ । ନଭେମ୍ବର ୧୩ ରେ ୟୁପିର ୯ ଟି ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୨୦ ରେ ଉତ୍ତରାଖଣ୍ଡର କେଦାରନାଥରେ ବିଧାନସଭା ଉପ-ନିର୍ବାଚନ ଅନୁଷ୍ଠିତ ହେବ । ଉପ-ନିର୍ବାଚନର ଫଳାଫଳ ମଧ୍ୟ ନଭେମ୍ବର ୨୩ ରେ ଆସିବ ।

ବିଏସପି ମୁଖ୍ୟ ମାୟାବତୀ କହିଛନ୍ତି ଯେ ମହାରାଷ୍ଟ୍ର ଏବଂ ଝାଡଖଣ୍ଡ ରାଜ୍ୟ ବିଧାନସଭା ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ସ୍ୱାଗତଯୋଗ୍ୟ । ସମୟ ଯେତେ କମ୍ ରହିବ ନିର୍ବାଚନ ଅଧିକ ପରିଷ୍କାର ହେବ । ଅର୍ଥାତ୍ ଅର୍ଥ ଶକ୍ତି, ବାହୁବଳ ଶକ୍ତି ଇତ୍ୟାଦିର ଅଭିଶାପରୁ ଯେତେ ମୁକ୍ତ ହେବ ସେତେ ଭଲ । ଏହାର ସମ୍ପୂର୍ଣ୍ଣ ଦାୟିତ୍ବ ନିର୍ବାଚନ ଆୟୋଗଙ୍କ ଉପରେ ନିର୍ଭର କରେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.