PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ଆସନ୍ତା ୨୫ରୁ ବିଧାନସଭା ବଜେଟ୍ ଅଧିବେଶନ

source:m.dailyhunt.in

ଭୁବନେଶ୍ୱର ୧୦/୬: ଆସନ୍ତା ୨୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ । ଜୁନ୍ ୨୫ରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବ । ଅଧିବେଶନ ଆରମ୍ଭ ଦିନ ପ୍ରଚଳିତ ପରମ୍ପରା ଅନୁସାରେ ରାଜ୍ୟପାଳ ନିଜ  ଅଭିଭାଷଣ ପ୍ରଦାନ କରିବେ । ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଜୁନ୍ ୨୫ରୁ ଜୁଲାଇ ୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଏବଂ ଜୁଲାଇ ୧୨ରୁ ଅଗଷ୍ଟ ୮ ପର୍ଯ୍ଯନ୍ତ ୨ୟ ପର୍ଯାୟ ଅଧିବେଶନ ଚାଲିବ । ଜୁନ୍ ୨୮ରେ ୨୦୧୯-୨୦ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ। କହିରଖୁଛୁ  ଜୁନ୍ ୨୭ରେ ଉପବାଚସ୍ପତି ନିର୍ବାଚନ ହେବ । ତେବେ ଜୁଲାଇ ୩୧ରେ ବ୍ୟୟ ମଞ୍ଜୁରୀ ବିଲ୍ ଉପସ୍ଥାପନ ହେବ ।