ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଗୁଜୁରାଟରେ ୬ମହଲା କୋଠା ଭୁଶୁଡ଼ିଲା, ୧୫ ଆହତ

ନୂଆଦିଲ୍ଲୀ,୬/୭ :  ଗୁଜୁରାଟ ସୁରତର ସଚିନ ପାଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗାଁର ଏକ ୬ମହଲା କୋଠା ଭୁଶୁଡ଼ି ପଡ଼ିଛି । ଫଳରେ ୧୫ଜଣ ଆହୁତ ହୋଇଛନ୍ତି ଏବଂ ୫-୬ଜଣ ଲୋକ ଫଶିଥିବା ଜଣାପଡ଼ିଛି।  ସୂଚନା ମୁତାବକ, କୋଠାଟି ବହୁ ପୁରୁଣା ଥିଲା, ବର୍ଷା କାରଣରୁ ଭୁଶୁଡ଼ି ପଡ଼ିଛି। 

ପୋଲିସ ଏବଂ ଅଗ୍ନିଶମ ବିଭାଗର ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ଭୁଶୁଡ଼ି ପଡ଼ିଥିବା କୋଠା ତଳେ ଫଶିଥିବା ଲୋକଙ୍କୁ ଖୋଜା ଚାଲିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.