ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମ୍‌ସାରକୁ ୧୧ ଲକ୍ଷ ଟଙ୍କା ଫାଇନ୍‌

ବୁର୍ଲା,୨୨/୦୯: ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମ୍‌ସାରକୁ  ୧୧ ଲକ୍ଷ ଟଙ୍କା ଫାଇନ୍‌ କରିଛି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ତଣ୍ଡ ଅର୍ଥ ୧୫ ଦିନ  ମଧ୍ୟରେ ପୈଠ ନ କଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶ ଅନୁଯାୟୀ ଆବଶ୍ୟକ  କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାଇ ଦିଆଯାଇଛି । ଭିମ୍‌ସାର୍‌ କର୍ତ୍ତୃପକ୍ଷ ଟଙ୍କା ଦାଖଲ  ନ କଲେ ଅସ୍ତ୍ରୋପଚାର କକ୍ଷ ସମେତ ୱାର୍ଡଗୁଡ଼ିକୁ ବନ୍ଦ କରିଦେବା ଆଶଙ୍କା ଏଡ଼ାଇ  ଦିଆଯାଇ ନ ପାରେ । ଭିମ୍‌ସାର୍‌ ନିର୍ଦ୍ଦେଶକ ପ୍ରଫେସର ଡା. ଭାବଗ୍ରାହୀ ରଥ ୧୧ ଲକ୍ଷ ଫାଇନ୍‌କୁ ସ୍ୱୀକାର କରିଛନ୍ତି । ସେ କହିଛନ୍ତି, ଶନିବାର ଏ ସମ୍ପର୍କିତ ବୈଠକ କରାଯାଇଥିଲା । ସବୁ ବ୍ୟବସ୍ଥା  ସୁଧାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । 

ସୂଚନାଯୋଗ୍ୟ, ବୁର୍ଲା ଭିମ୍‌ସାରରେ ବର୍ଜ୍ୟବସ୍ତୁ ପରିଚାଳନାରେ ବ୍ୟାପକ  ତ୍ରୁଟିବିଚ୍ୟୁତି ଲକ୍ଷ୍ୟ କରିଥିଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏହାକୁ ସୁବ୍ୟବସ୍ଥିତ କରିବାକୁ  ଗତ ଅଗଷ୍ଟରେ ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ଭିମ୍‌ସାର୍‌ କର୍ତ୍ତୃପକ୍ଷ ଏହାକୁ ଏଡ଼ାଇ  ଦେଇ ସମୟ ଗଡ଼ାଇ ଚାଲିଥିଲେ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.