PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ବସ୍ ଦୁର୍ଘଟଣାରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକଙ୍କ ମୃତ୍ୟୁ

ଦଶପଲ୍ଲା: ଦଶପଲ୍ଲା ଭଞ୍ଜନଗର ରାସ୍ତାର ଦଶପଲ୍ଲା ନିକଟସ୍ଥ ଗୋଡିବିଡା ଠାରେ ବୁଧବାର ସନ୍ଧ୍ୟାରେ କାଲେଶ୍ଵରୀ ନାମକ ଘରୋଇ ଯାତ୍ରୀବାହୀ ବସ୍ ନଂ OD10G3006 ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଛନ୍ତି । ଡ୍ରାଇଭର ଗୁରୁତର ହୋଇଛନ୍ତି । ଗାଡିଟି ବ୍ରହ୍ମପୁରରୁ ଦଶପଲ୍ଲା ଅଭିମୁଖେ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିପଡ଼ିଥିବା ଜଣାପଡିଛି । ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକ ଦଶପଲ୍ଲା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କଲ୍ୟାଣୀ ପଣ୍ଡା । ଆସନ୍ତାକାଲି କର୍ମକ୍ଷେତ୍ରରେ ଯୋଗଦେବାକୁ ସେ ଘରୁ ଦଶପଲ୍ଲା ଆସୁଥିଲେ ।