ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଗାଡ଼ି ଚଳାଉଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ଡ୍ରାଇଭର, ପୋଲରେ ପିଟିହେଲା ବସ୍‌: ଅଳ୍ପକେ ବର୍ତ୍ତିଲେ୩୫ ଯାତ୍ରୀ

ଖୁଣ୍ଟୁଣୀ,୧୯/୦୩ ଖୁଣ୍ଟୁଣୀ-ନରସିଂହପୁର ୬୫  ନମ୍ୱର ରାଜପଥର ଭୋଗରା ଗ୍ରାମ ନିକଟରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭୁବନେଶ୍ୱରରୁ କୁଚିଣ୍ଡା ଅଭିମୁଖେ ଯାଉଥିବା ମା’ ଭୁବନେଶ୍ୱରୀ ବସ୍‌ (ନଂ.  ଓଡ଼ି ୨୮ ଏ ୬୦୧୬) ଏକ ପୋଲ ବାଡ଼ାରେ ପିଟି ହୋଇ ହୋଇ ରାସ୍ତା ତଳକୁ ଖସିଯାଇଥିଲା । ଏଥିରେ ବସିଥିବା  ୩୫ରୁ ଅଧିକ ଯାତ୍ରୀଙ୍କ ମଧ୍ୟରୁ କାଁଭା କେହି ସାମାନ୍ୟ ଆହତ ହୋଇଥିଲେ ହେଁ ବଡ଼ ଧରଣର ବିପଦରୁ ବର୍ତ୍ତି  ଯାଇଛନ୍ତି । 

ଖବର ପାଇ ସ୍ଥାନୀୟ ଲୋକଙ୍କ ସମେତ ଖୁଣ୍ଟୁଣୀ  ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଯାତ୍ରୀଙ୍କୁ ଗାଡ଼ିରୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଆହତ  ବସ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଆଠଗଡ଼ ଉପଖଣ୍ଡ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଉଦ୍ଧାର ହୋଇଥିବା ଯାତ୍ରୀମାନେ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପାଇଁ  ଅନ୍ୟ ଗାଡ଼ିର ସହାୟତା ନିଆଯାଇଥିବାର ଖବର ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.