ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଡିଭାଇଡରକୁ ପିଟିଲା ବସ୍‌, ଜଣେ ପୋଲିସ କର୍ମଚାରୀ ଆହତ

ବ୍ରହ୍ମପୁର, ୨୧/୦୫ : ନିର୍ବାଚନ ଡ୍ୟୁଟିରୁ ଫେରିବା ବେଳେ ଡିଭାଇଡରକୁ ପିଟିଲା ବସ୍‌। ଛତ୍ରପୁର ଡିଆରଡିଏ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସ୍‌ଟି ୨୦ ଜଣ ପୋଲିସ କର୍ମଚାରୀଙ୍କୁ ଧରି ଭଞ୍ଜନଗରରୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.