ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ, ଖାଲି ପଡିଛି ୪ଟି ରାଜ୍ୟରେ ୬ଟି ଆସନ

ଭୁବନେଶ୍ବର,୨୬/୧୧: ଆସନ୍ତା ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ । ୪ଟି ରାଜ୍ୟରେ  ଖାଲି ପଡିଥିବା ୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ । ଏ ନେଇ ଡିସେମ୍ବର ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଡିସେମ୍ବର ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି । ଓଡିଶାରେ ଖାଲି ଥିବା ଗୋଟିଏ ଆସନରେ ଉପନିର୍ବାଚନ ହେବ । ସୁଜିତ କୁମାରଙ୍କ ଇସ୍ତଫା ପରେ ଗୋଟିଏ ଆସନ ଖାଲି ପଡିଛି । ଡିସେମ୍ବର ୨୦ ତାରିଖରେ ହିଁ ଫଳାଫଳ ପ୍ରକାଶ ପାଇବ ।

ଭାରତୀୟ ନିର୍ବାଚନ କମିଶନ ଖାଲି ପଡିଥିବା ୬ଟି ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଏଥିରେ ଓଡିଶାର ଗୋଟିଏ ଆସନ ରହିଛି । ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ରାଜ୍ୟସଭା ଆସନ ଖାଲି ରହିଛି । ଓଡିଶାର ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲି ପଡିଛି । ଏହା ପରେ ବିଜେଡି ନେତା ମମତା ମହନ୍ତ ମଧ୍ୟ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ପରବର୍ତ୍ତୀ ସମୟରେ ବିଜେପିରେ ଯୋଗ ଦେଇଥିଲେ ।

ଇସିଙ୍କ ବିଜ୍ଞପ୍ତି ଅନୁସାରେ, ଡିସେମ୍ବର ୨୦ ତାରିଖରେ ଖାଲି ପଡିଥିବା ରାଜ୍ୟସଭା ଆସନର ଉପନିର୍ବାଚନ ହେବ । ଡିସେମ୍ବର ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଡିସେମ୍ବର ୧୦ ତାରିଖ ନାମାଙ୍କନ ଭରିବାର ଶେଷ ତାରିଖ ରହିଛି । ଡିସେମ୍ବର ୧୧ ତାରିଖରେ ନାମାଙ୍କନ ପ୍ରତ୍ୟାହାର ଓ ଯାଞ୍ଚ ହେବ । ନିର୍ବାଚନ ଦିନ ହିଁ ଫଳାଫଳ ପ୍ରକାଶ ପାଇବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.