PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ବିଧାୟକ ଏବଂ ସରକାରୀ କର୍ମଚାରୀଙ୍କ ରହଣି ନିମନ୍ତେ ବାସଗୃହ ନିର୍ମାଣ ପାଇଁ ନିଷ୍ପତ୍ତି: ୩୦ ମାସ ମଧ୍ୟରେ ସରିବ କାମ

ଭୁବନେଶ୍ୱର ୨୨/୯: ରାଜ୍ୟ ସରକାର ‘ସିଆରଡିପି’(CRDP)  ପରିଯୋଜନା ମାଧ୍ୟମରେ ରାଜଧାନୀ ଭୁବନେଶ୍ୱରଠାରେ ବିଧାୟକ ଏବଂ ସରକାରୀ କର୍ମଚାରୀଙ୍କ ରହଣି ସୁବିଧା ନିମନ୍ତେ ଏମ.ଏଲ.ଏ କଲୋନୀ ଏବଂ ସାଧାରଣ ପ୍ରଶାସନ ବିଭାଗର ଜମି ୟୁନିଟ୍ ୪ରେ ୧୯୫ଟି ଟାଇପ୍-୬ ଏବଂ ୧୦୫ଟି ଟାଇପ୍-୭ ସରକାରୀ ବାସଗୃହ ନିର୍ମାଣ ନିମନ୍ତେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ କ୍ୟାବିନେଟ୍  M/s KEC International Ltdଙ୍କ  ୫ ଶହ ୧୦ କୋଟି ଟଙ୍କାର ସର୍ବନିମ୍ନ ଟର୍ଣ୍ଣକି ନିବିଦାକୁ କାର୍ଯ୍ୟାରମ୍ଭ ନିମନ୍ତେ ଅନୁମୋଦନ କରିଛନ୍ତି । ଏହି କାର୍ଯ୍ୟକୁ ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।