ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

୨୩୪ ନୂଆ ସହରରେ ଆସିବ ଘରୋଇ ଏଫ୍‌ଏମ୍‌, ନୂତନ ନିଯୁକ୍ତି ସୃଷ୍ଟି ହେବ

ନୂଆଦିଲ୍ଲୀ,୨୯/୦୮: ଦେଶର ୨୩୪ ନୂଆ ସହରରେ ଘରୋଇ ଏଫ୍‌ଏମ୍‌ ରେଡିଓ ଆରମ୍ଭ କରିବାକୁ କେନ୍ଦ୍ର ସରକାର ଅନୁମୋଦନ ପ୍ରଦାନ କରିଛନ୍ତି । ମାତୃଭାଷାରେ ସ୍ଥାନୀୟ ବିଷୟର ପ୍ରସାରଣ ଏବଂ ନୂତନ ନିଯୁକ୍ତି ସୃଷ୍ଟିକୁ ଏହା ପ୍ରୋତ୍ସାହିତ କରିବ ବୋଲି ସରକାର ଆଶାବାଦୀ ରହିଛନ୍ତି । ଏହି କ୍ଷେତ୍ର ଗୁଡିକ ମଧ୍ୟରେ ଆକାଂକ୍ଷୀ, ସୀମାବର୍ତ୍ତୀ ଅଞ୍ଚଳ ଏବଂ ନସ୍କଲ ପ୍ରଭାବିତ ଅଞ୍ଚଳ ରହିଛନ୍ତି । ଏହି ସବୁ ସ୍ଥାନଗୁଡିକରେ ମୋଟ ୭୩୦ଟି ଚ୍ୟାନେଲ ପାଇଁ ତୃତୀୟ ବ୍ୟାଚ୍‌ ଇ-ନିଲାମ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଜିଏସ୍‌ଟିକୁ ବାଦ ଦେଇ ଏଫ୍‌ଏମ୍‌ ଚ୍ୟାନେଲର ବାର୍ଷିକ ଲାଇସେନ୍ସ ଶୁଳ୍କ ମୋଟ ରାଜସ୍ୱର ୪% ଆଦାୟ  କରିବାକୁ ମଧ୍ୟ ପ୍ରସ୍ତାବ ରହିଛି । ଏହା ଦ୍ୱାରା ଏଫ୍‌ଏମ୍‌ ଚାହିଦା ପୂରଣ, ଭାଷା ସଂସ୍କୃତିକୁ ପ୍ରୋତ୍ସାହନ ଏବଂ ଲୋକାଲ ଫର୍‌ ଭୋକାଲ ତ୍ୱରାନ୍ୱିତ ହେବ ବୋଲି ସରକାର ଆଶା ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.