ପ୍ରମୂଖ ଖବର
  • ଜାଡେଜା-ସୁନ୍ଦରଙ୍କ ଅପରାଜିତ ଶତକ, ମାଞ୍ଚେଷ୍ଟର ଟେଷ୍ଟ ଡ୍ର
  • ||
  • SIR ରେଜଲ୍ଟ: ବିହାର ଭୋଟର ତାଲିକାରୁ କଟିଲା ୬୫ ଲକ୍ଷ ନାଁ, ମୋଟ ୭.୨୪ କୋଟି ମତଦାତା
  • ||
  • ବିହାରରେ ବଢ଼ୁଛି ଅପରାଧ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା ଧମକ
  • ||
  • ନାବାଳିକା ଦୁଷ୍କର୍ମ ମାମଲାରେ କର୍ପୋରେଟର ଅମରେଶ ଜେନା ଗିରଫ, ଶନିବାର ଗିରଫ ହୋଇଥିଲେ ୫ ସହଯୋଗୀ
  • ||
  • ରାୟଗଡ଼ା : ଗ୍ୟାରେଜ୍‌ରେ ଲାଗିଲା ନିଆଁ, ଜଳିଗଲା ୩ ଗାଡ଼ି; ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ଉତ୍ତରାଖଣ୍ଡ ହରିଦ୍ୱାର ଦେବୀ ମନ୍ଦିରରେ ଦଳଚକଟା, ୬ମୃତ ଅନେକ ଆହତ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ପ୍ରଥମ ଗେମ୍‌ ଡ୍ର’, ଆଜି ଖେଳିବେ ଦ୍ୱିତୀୟ କ୍ଲାସିକାଲ ଗେମ୍
  • ||
  • ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟାରେ ୪ ଘଣ୍ଟା ଦର୍ଶନ ମନା
  • ||
  • ଭଦ୍ରକ: ହଳଦୀଡିହ ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା, ଉଛୁଳିଲା ବୈତରଣୀ, ଜଳକା, ଜମ୍ଭୀରା ନଦୀ,ପାଣିଘେରରେ ୩୦ରୁ ଅଧିକ ଗାଁ
  • ||
  • ଏଫ୍‌ଏମ୍‌ କଲେଜ ପୁଣି ଚର୍ଚ୍ଚାରେ, ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଗ୍ୟାସ୍‌ ଡେଲିଭରୀ ବୟର ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ
  • ||
  • ଏବେ ବଡ଼ ବର୍ଷା ନାହିଁ, ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା: ଆଜି ୧୫ ଜିଲ୍ଲାକୁ ଆଲର୍ଟ
  • ||

'ମାସେ ଭିତରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ, ସଂସଦୀୟ ବୋର୍ଡ ନେବ ନିଷ୍ପତ୍ତି'

Published By : Rasmita Pradhan | July 26, 2025 1:30 PM

ଭୁବନେଶ୍ୱର ୨୬।୦୭ : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ଼ ବୟାନ। କହିଲେ ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ। ଏନେଇ ଚର୍ଚ୍ଚା ଆଲୋଚନା ଚାଲିଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେଉଛି ମୁଖ୍ୟମନ୍ତ୍ରୀଙ୍କ କାମ। ମୁଖ୍ୟମନ୍ତ୍ରୀ ଦଳକୁ ପରାମର୍ଶ ମାଗିଲେ, ଆମେ ନିଶ୍ଚୟ ଦେବୁ। 

ଦିଲ୍ଲୀରୁ ଫେରିବା ପରେ ମନମୋହନ ସାମଲ ରାଜ୍ୟରେ ମନ୍ତ୍ରିମଣ୍ଡଳ ଅଦଳବଦଳ ଏବଂ ଖାଲିପଡିଥିବା ନିଗମ ପଦବୀ ପୂରଣ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ଦିନରୁ ମାସେ ମଧ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବ । ପ୍ରଥମେ ସଂଗଠନ, ବୋର୍ଡ, ନିଗମର ଚୟନ କରାଯିବ । ଆଉ ପରେ ମନ୍ତ୍ରିମଣ୍ଡଳ ନେଇ ଆଲୋଚନା ହେବ । ଯୋଗ୍ୟତା, ଦକ୍ଷତା ଏବଂ ଅଭିଜ୍ଞତା ଆଧାରରେ ମନ୍ତ୍ରିମଣ୍ଡଳରେ ଯାହାକୁ ଯାହା ଦାୟିତ୍ୱରେ ଦିଆଯାଇଛି, ସେ ତାହାକୁ ସେ ଠିକ୍ ଭାବେ ନିର୍ବାହ କରୁଛନ୍ତି । ଦିନ କି ଦୁଇ ଦିନ ମଧ୍ୟରେ ରାଜ୍ୟ ବିଜେପି ପାଇଁ ନୂଆ ଟିମ୍ ଗଠନ କରାଯିବ । ପରେ ବୋର୍ଡ ଓ ନିଗମ ପଦବୀ ପୂରଣ ହେବ। ମନ୍ତ୍ରିମଣ୍ଡଳ ନେଇ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.