ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବୌଦ୍ଧରେ ଅପରେସନ୍ ଗ୍ରୀନ୍‌ କ୍ଲିନ୍ ଜାରି, ୧୬ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

Published By : Harapriya Sethi | November 28, 2024 8:48 AM

ବୌଦ୍ଧ,୨୮/୧୧: ବୈଦ୍ଧ ଜିଲ୍ଲାରେ ଜାରି ରହିଛି ଅପରେସନ୍ ଗ୍ରୀନ୍‌ କ୍ଲିନ୍‌ । ଗୋଟିଏ ଦିନରେ ୧ ଲକ୍ଷ ୬୫ ହଜାର ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରିଲା ପୋଲିସ । ଯାହାର ମୂଲ୍ୟ ୧୬ କୋଟି ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । 

ମନମୁଣ୍ଡା, କଣ୍ଟାମାଳ ଓ ଘଣ୍ଟାପଡ଼ା ଥାନା ଅଞ୍ଚଳରୁ ୧୫୪ ଏକର ଗଞ୍ଜେଇ ଗଛ ନଷ୍ଟ ହୋଇଛି । କନାବିର ଓ ଝାଙ୍କରପାଲିର ୬୦ ଏକର ଜମିରୁ ୭୨ ହଜାର ଏବଂ ପାନାଜୋର୍ ସଂରକ୍ଷିତ ଜଙ୍ଗଲର ୬୫ ଏକର ଜମିରୁ ୬୫ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । କେବଳ ସେତିକି ନୁହେଁ, ସାହାଜପିଟା ଜଙ୍ଗଲର ୨୮ ଏକର ଜାଗାରୁ ୨୮ ହଜାର ଗଛ ପୋଡ଼ି ନଷ୍ଟ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.