ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ିଗଲା କାର୍, ମଝି ରାସ୍ତାରେ ଓଲଟିଲା

କୋରାପୁଟ ୨୦/୦୫: ଘରେ ପହଞ୍ଚିବାକୁ ଆଉ ମାତ୍ରା ୫୦୦ ମିଟର ଥିଲା। ହଠାତ୍ କାର ଚାଳକଙ୍କ ଆଖି ଲାଗିଗଲା। ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର। ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବା ପରେ ମଝି ରାସ୍ତାରେ ଓଲଟିଲା। ଅଳ୍ପକେ ବର୍ତ୍ତିଲେ ପରିବାରଲୋକ।  ସୁନାବେଡା ଥାନା ଅନ୍ତର୍ଗତ ଭେଜାପୁଟର ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଛି।

କାରରେ ବ୍ରହ୍ମପୁର ଠାରୁ ଦାମନଯୋଡି ଫେରୁଥିବା ବେଳେ ଭେଜାପୁଟ ନିକଟରେ ଘଟିଲା ଦୁର୍ଘଟଣା। ଘରେ ପହଞ୍ଚିବାକୁ ଆଉ ମାତ୍ରା ୫୦୦ ମିଟର ଦୂରରେ ଆଖି ପଡି ଯିବାରୁ କାର ଡିଭାଇଡର ଉପରେ ଚଢ଼ି ରାସ୍ତା ଉପରେ ଓଲଟି ପଡିଥିଲା। କାରରେ ଥିବା ପ୍ରସନ୍ନ କୁମାର ଉପାଶୀ ସହ ପରିବାର ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ା ଥାନାରେ ଏନେଇ ସୂଚନା ଦିଆଯାଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.