ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ

Published By : Harapriya Sethi | February 3, 2025 8:15 AM

ଭୁବନେଶ୍ୱର,୦୩/୦୨: ରେଣ୍ଟାଲ୍ କଲୋନୀରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ କାର୍‌ଟି ସମ୍ପୂର୍ଣ ଜଳି ଯାଇଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ସଚିବାଳୟ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ଭୁବନେଶ୍ୱର ସିଆର୍‌ପି ଛକ ନିକଟ ରେଣ୍ଟାଲ୍ କଲୋନୀରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ

ସୂଚନା ମୁତାବକ, ରେଣ୍ଟାଲ୍ କଲୋନୀର ରାସ୍ତା କଡରେ ଏକ କାର୍‌ ରହିଥିବା ବେଳେ କାର୍‌ରେ ହଠାତ୍ ନିଆଁ ଲାଗି ଯାଇଥିଲା । ନିଆଁ ଜଳୁଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ଲୋକେ । ଖବର ପାଇ ସ୍ଥାନୀୟ ସଚିବାଳୟ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଥିଲା । ପାଣି ଓ କେମିକାଲ ସ୍ପ୍ରେ କରି ନିଆଁକୁ ଆୟତ୍ତ କରାଯାଇଥିଲା । ହେଲେ ସେତେ ବେଳକୁ ସବୁ ଜଳି ପୋଡ଼ି ପାଉଁଶ ହୋଇ ଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.