ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବ୍ୟାଣ୍ଡ ପାର୍ଟି ପିକଅପ ଗାଡି ସହ କାର୍ ଧକ୍କା, ୧୧ ଗୁରୁତର

Published By : Gurupada Nath | November 26, 2024 11:19 PM

ସୋର, ୨୬/୧୧ : ବ୍ୟାଣ୍ଡ ପାର୍ଟି ପିକଅପ ଗାଡି ସହ କାରର ଧକ୍କା । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଡୁଙ୍ଗୁରା ବଜାର ନିକଟରେ ଏହି ଦୁର୍ଘଟଣା ଘଟିଛି । ଫଳରେ ୧୧ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି l 

ପ୍ରକାଶ ଯେ, ସିଙ୍ଗିଡ଼ି ଗ୍ରାମର ଗଜେନ୍ଦ୍ର ନାୟକ ନିଜ କାରରେ ବାଲେଶ୍ୱରରୁ ଘରକୁ ଫେରୁଥିଲେ । ଡୁଙ୍ଗୁରା ବଜାର ନିକଟରେ ଏକ ପିକଅପ ଗାଡିରେ ବ୍ୟାଣ୍ଡ ପାର୍ଟିର ଲୋକ ଥିଲେ । ଏହି ସମୟରେ ପିକଅପ ଏବଂ କାର୍ ମୁଁହାମୁଁହି ଧକ୍କା ହୋଇଥିଲା । ପରେ ଉଭୟ ଗାଡିରେ ଥିବା ୧୧ଜଣ ଗୁରୁତର ହୋଇପଡ଼ିଛନ୍ତି । ପ୍ରଥମେ ଗୁରୁତରଙ୍କୁ ଡୁଙ୍ଗୁରା ପରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.