ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଓଭରବ୍ରିଜରୁ ୩୦ ଫୁଟ ତଳକୁ ଖସିଲା କାର, ୪ ଗୁରୁତର

Published By : Suraj Kumar | January 19, 2025 4:14 PM

ଟାଙ୍ଗୀ,୧୯।୧  :  ଓଭରବ୍ରିଜରୁ ୩୦ ଫୁଟ ତଳକୁ ଖସିଲା କାର।  ଏଥରେ କାର୍ ଚାଳକ ସମେତ ୪ ଯାତ୍ରୀ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ   ମା'  ଉଗ୍ରତାରା ଦେବୀ ଛକ ଜାତୀୟ ରାଜପଥର ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି। 

 ମା'  ଉଗ୍ରତାରା ଦେବୀ ଛକ ଜାତୀୟ ରାଜପଥର ଓଭରବ୍ରିଜ ନିକଟରେ ଏକ କାରର  ଚକା ହଠାତ ଫାଟି ଯାଇଥିଲା।  କାରଟି ଭାରସାମ୍ୟ ହରାଇ  ଓଭରବ୍ରିଜରୁ ୩୦  ଫୁଟ ତଳକୁ  ଖସି ପଡିଥିଲା।  ଏଥିରେ କାର୍ ଚାଳକ ସମେତ ୪ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଭୁବନେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି। କାରଟି ବାଲୁଗାଁରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.