ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଟ୍ରକ୍‌ ପଛପଟୁ ପିଟିଲା ଦେଲା କାର୍; ଦମ୍ପତି ମୃତ, ୩ ଗୁରୁତର

ଯାଜପୁର, ୪।୭: ଟ୍ରକ୍‌କୁ ପିଟିଲା କାର୍ । ଦମ୍ପତି ମୃତ । ଯାଜପୁର ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ଦାମୋଦରପୁର ଡାଇଭର୍ସନ ତଥା ଆଶୀର୍ବାଦ ଆଗ୍ରୋ ଅଟା ଫ୍ୟାକ୍ଟ୍ରି ନିକଟରେ ଟ୍ରକ୍ ପଛରେ କାର୍ ଧକ୍କା ହୋଇ ୨ ଜଣଙ୍କର ମୃତ୍ୟୁ ଘଟିଛି । ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ବାଲେଶ୍ୱର ନମ୍ବର ଥିବା ଉକ୍ତ କାରଟି କଟକରୁ ବାଲେଶ୍ୱର ଅଭିମୁଖେ ଆସୁଥିବାବେଳେ ଆଶୀର୍ବାଦ ଆଗ୍ରୋ ଅଟା ଫ୍ୟାକ୍ଟ୍ରି ନିକଟରେ ଭାରସାମ୍ୟ ହରାଇ ଆଗରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୫ ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଆମେ ଆପଣଙ୍କ ପାଇଁ ହେଲ୍ପିଙ୍ଗ୍ ଗ୍ରୁପ୍‌ର ସଦସ୍ୟ ଓ ରାଜପଥ ପାଟ୍ରୋଲିଂ ପୁଲିସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରିବା ସହ ରାଜପଥ ପାଟ୍ରୋଲିଂ ଭ୍ୟାନ୍ ଯୋଗେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ, ପରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଜଣଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ମୃତ ଦମ୍ପତି ଦୁହେଁ ବିନୋଦ ଜେନା ଓ ସୁମିତ୍ରା ଜେନା ବୋଲି ଜଣାପଡ଼ିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.