ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ସୁବର୍ଣ୍ଣପୁର,୨୯/୦୯: ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌ । ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାରିବାର ଲୋକେ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସଂଶାମୁରା ଛକ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସୁବର୍ଣ୍ଣପୁର ପଟରୁ ବିନିକା ପଟକୁ ଏକ କାର୍‌ ଯାଉଥିବା ବେଳେ ଭାରସାମ୍ୟ ହରାଇ ସଂଶାମୁରା ଛକ ନିକଟରେ ଏକ ଘର ଭିତରକୁ ପଶି ଯାଇଥିଲା । ଏହି ଦୁର୍ଘଟଣାରେ ଉକ୍ତ ଘରେ ଥିବା ପରିବାର ଅଳ୍ପକେ ବର୍ତ୍ତି ଯାଇଥିଲେ । ତେବେ ଦୁର୍ଘଟଣା ପରେ କାର ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ମାରିଥିଲା । ଉକ୍ତ କାର୍‌ ଭିତରେ ଗଞ୍ଜେଇ କିମ୍ବା କୌଣସି ନିଶାଦ୍ରବ୍ୟ ରହିଥିବା ସନ୍ଦେହ କରାଯାଉଛି । ଏନେଇ ଘରେ ଥିବା ପରିବାର ଲୋକେ ନିକଟସ୍ଥ ଫାଣ୍ଡିରେ ଅଭିଯୋଗ କରିଥିଲେ । ଖବର ପାଇ ଘଟଣା ସ୍ଥଳରେ ମହାଦେବପାଳି ଫାଣ୍ଡି କର୍ମଚାରୀ ପହଞ୍ଚି ତଦନ୍ତ କରୁଛି । ତେବେ ବିନିକା ପୋଲିସ ପହଞ୍ଚିବା ପରେ କାର ଭିତରେ କଣ ଅଛି ତଦନ୍ତ କରାଯିବ ବୋଲି ଜଣାପଡିଛି l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.