ପ୍ରମୂଖ ଖବର
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଲାଣ୍ଡିଗୁଡା ନିକଟରେ ମାଲ୍ ବୋଝେଇ ଟ୍ରକ- କାର୍ ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୨ ଗୁରୁତର

Published By : Prameya | March 2, 2025 3:04 PM

ଭୁବନେଶ୍ବର ୦୨/୦୩:କୋରାପୁଟ ୨୬ନଂ ଜାତୀୟ ରାଜପଥ ଲାଣ୍ଡିଗୁଡା ନିକଟରେ ଭୟଙ୍କର ଦୁର୍ଘଟଣା।ମାଲ ବୋଝେଇ ଟ୍ରକ୍ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ କାର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ଜଣଙ୍କୁ ଅଟକ ରଖିଛି।

ସୂଚନା ମୁତାବିକ, ଛତିଶଗଡରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ମାଲ ବୋଝେଇ ଟ୍ରକ୍ ଲାଣ୍ଡିଗୁଡା ନିକଟରେ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ନନ୍ଦପୁର ଠାରୁ କାରରେ କୋରାପୁଟ ଫେରୁଥିବା ପରିବାର ଦୁର୍ଘଟଣାସ୍ତଳରେ କାର ଚାଳକଙ୍କ ମୃତ୍ୟୁ ଘଟିଛି। ୨ ଜଣ ଗୁରୁତର ହୋଇଛନ୍ତି।ଖବର ପାଇ କୋରାପୁଟ ଟାଉନ୍ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି କୋରାପୁଟ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରିଛି। ଉଭୟ ଗାଡ଼ିକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.