ପ୍ରମୂଖ ଖବର
  • କୋରାପୁଟ : ଗଞ୍ଜେଇ ଚାଲାଣ କରୁଥିବା ବେଳେ ୨ ଛାତ୍ର ଗିରଫ, ୪୦ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
  • ||
  • ନିମାପଡ଼ା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଗଞ୍ଜାମ : ୩୩ କେଭି ତାର ସହ ଏଲଟି ଲାଇନର ତ୍ରୁଟି ପୂର୍ଣ୍ଣ ସଂଯୋଗ, ଜଳିଗଲା ୮ରୁ ଉର୍ଦ୍ଧ୍ୱ ଘରର ବିତ୍ୟୁତ ସରଞ୍ଜାମ
  • ||
  • ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଶ୍ରାଦ୍ଧ ଦିବସ ପାଳିତ
  • ||
  • ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
  • ||
  • ପୁରୀ : କୁମ୍ଭକାର ଶାଳରେ କୁରାଳ ପଞ୍ଚମୀ ପୂଜାର୍ଚ୍ଚନା
  • ||
  • ସଂସଦରେ ବିରୋଧୀଙ୍କ ହଙ୍ଗାମା, ଅପରାହ୍ନ ୧୨ଟା ଯାଏ ଲୋକସଭା ମୁଲତବୀ
  • ||
  • 'ମୁଁ ରାଜ୍ୟସଭା ରେସ୍‌ରେ ଆଦୌ ନାହିଁ, ଏ ଚର୍ଚ୍ଚା କପୋଳକଳ୍ପିତ'...
  • ||
  • ଚଣ୍ଡିଖୋଲ : ଦୋକାନ ଉପରେ ମାଡ଼ି ଗଲା ଟ୍ରକ୍‌, ୨ ଆହତ
  • ||
  • ଝାରସୁଗୁଡ଼ା : ବାପାକୁ ଚାପୁଡ଼ା ମାରିବାରୁ ଯୁବକଙ୍କୁ ପିଟି ପିଟି ମାରିଦେଲା ପୁଅ, ୨ ଅଟକ
  • ||
  • ସମ୍ବଲପୁର: ଭିଜିଲାନ୍ସ ଜାଲରେ ଏସିଏଫ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍
  • ||
  • ଘନ କୁହୁଡି ବଳୟରେ ସୂର୍ଯ୍ୟ ମନ୍ଦିର, କାରୁକାର୍ଯ୍ୟ ଦେଖିବାରୁ ପର୍ଯ୍ୟଟକ ବଞ୍ଚିତ
  • ||
  • ବାରଙ୍ଗ ପୁଅ ବୋହୂ ପୋଡ଼ି ଘଟଣା: ୫ ଦିନ ଜୀବନ ମରଣ ସହ ସଙ୍ଘର୍ଷ ପରେ ଆଖି ବୁଜିଲା ପୁଅ
  • ||
  • ପୁରୀ: ଶନିବାର ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ: ଘୋଡ଼ ପ୍ରସ୍ତୁତି ଶେଷ, ଆଜି ଅଧିବାସ ନୀତି
  • ||
  • ଶିମିଳିପାଳରୁ ଶିକାରୀଙ୍କୁ ଧରିଲା ଟ୍ରାପ୍ କ୍ୟାମେରା, ୨ ଅଭିଯୁକ୍ତ ଗିରଫ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ପୁଣି ଫେରିଛି ଶୀତ, ନିଆଁ ଜାଳି ଥଣ୍ଡାରୁ ରକ୍ଷା ପାଉଛନ୍ତି ଲୋକେ
  • ||
  • ବଡ଼ଧରଣର ଭୂକମ୍ପରେ ଥରିଲା ଉତ୍ତର କାଲିଫର୍ଣ୍ଣିଆ, ରିକ୍ଟର ସ୍କେଲରେ ତୀବ୍ରତା ୭.୦, ସୁନାମୀ ଆଲର୍ଟ
  • ||
  • ଆସନ୍ତା ୧୧ ଯାଏ ରାଜ୍ୟରେ ଶୀତ କମ୍‌,୧୨ରୁ ସାମାନ୍ୟ ବଢ଼ିବ ଜାଡ଼: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ଆଶଙ୍କା
  • ||

ରାସ୍ତା କଡ଼କୁ ଓଲଟିଲା କାର୍‌; ଜଣେ ମୃତ, ୨ ଗୁରୁତର

ଯାଜପୁର, ୨୦/୧୧: ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା କାର୍‌ । ଏହି ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ଟାଉନ୍ ଥାନା ଗୋପାଳପୁର ଗାଁର ଦେବେନ୍ଦ୍ର ମହାପାତ୍ରଙ୍କ ପୁଅ ଅବିନାଶ ମହାପାତ୍ର (୨୨) ବୋଲି ଜଣାପଡ଼ିଛି । ଆହତଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଯାଜପୁର ଜିଲ୍ଲା ସୁନ୍ଦୁରେଇ ମୁହଁ ଛକ ଅଗ୍ନିଶମ କେନ୍ଦ୍ର ନିକଟରେ ଏହି ଦୁର୍ଘଟଣା ଘଟିଥିଲା । 

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ଯାଜପୁର ଟାଉନ୍‌ରୁ ରାମବାଗ ଅଭିମୁଖେ ଯାଉଥିଲେ । ଏହି ସମୟରେ ସୁନ୍ଦୁରେଇ ମୁହଁ ଛକ ଅଗ୍ନିଶମ କେନ୍ଦ୍ର ନିକଟରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଟାଉନ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଛି । ଏହା ସହ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.