ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟ କାରାଭ୍ୟାନ୍ ଟୁରିଷ୍ଟ ସେବାର ଶୁଭାରମ୍ଭ
ଶୌଚାଳୟ, ଶୋଇବା ଠାରୁ କିଚେନ୍... ଗାଡିରେ ସବୁ ସୁବିଧା
ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ ଓ ଆରାମଦାୟକ ସେବା ଯୋଗାଇବା ଲକ୍ଷ୍ୟ
ସ୍ୟାଣ୍ଡ୍ ପିବେଲସ୍ ଟୁର୍ ଆଣ୍ଡ ଟ୍ରାଭେଲ ପକ୍ଷରୁ ରାଜ୍ୟ ସରକାରଙ୍କ ସହଯୋଗରେ ଯୋଗାଇବ ସେବା