ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ରାଷ୍ଟ୍ରପତିଙ୍କ ବାଙ୍ଗିରିପୋଷି ଗସ୍ତକୁ ନେଇ କାରକେଡ ରିହରସାଲ

Published By : Suraj Kumar | December 5, 2024 4:26 PM

ବାଙ୍ଗିରିପୋଷି,୫/୧୨: ଆଉ ମାତ୍ର ଦିନକ ପରେ ବାଙ୍ଗିରିପୋଷି ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଙ୍ଗିରିପୋଷି ଠାରେ ବାଙ୍ଗିରିପୋଷି-ଗୋରୁମହିଷାଣି, ବୁଢ଼ାମରା-ଚାକୁଳିଆ ଏବଂ ବାଦାମପାହାଡ-କେନ୍ଦୁଝର ତିନୋଟି ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି । ଏଥିନେଇ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ସହ କାରକେଡ ରିହରସାଲ କରିଛି ପୋଲିସ । 

ଗୁରୁବାର  ଏଡିଜି ରାଜେଶ କୁମାର, ଡିଆଇଜି ସତ୍ୟଜିତ ନାଏକ ଓ ଅବିନାଶ କୁମାର ପ୍ରମୁଖଙ୍କ ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲି ସମେତ ବହୁ ବରିଷ୍ଠ ପୁଲିସ ଅଧିକାରୀମାନେ ବାଙ୍ଗିରିପୋଷି ଠାରେ ପହଞ୍ଚି ଥିଲେ । ବାଙ୍ଗିରିପୋଷି ଆଦର୍ଶ ବିଦ୍ୟାଳୟ ନିକଟସ୍ଥ ଅସ୍ଥାୟୀ ହେଲିପ୍ୟାଡ ଠାରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା ନୀରିକ୍ଷଣ କରିଥିଲେ। ଏଥି ସହ ରାଷ୍ଟ୍ରପତିଙ୍କ ଆଗମନ ପରେ କିପରି ତାଙ୍କର କାରକେଡ ରହିବ ସେଥିନେଇଁ ପୂର୍ବାଭ୍ୟାସ କରିଥିଲେ। ବାଙ୍ଗିରିପୋଷି ହେଲିପ୍ୟାହ ଠାରୁ କାର୍ଯକ୍ରମ ସ୍ଥଳ ପର୍ଯ୍ୟନ୍ତ ଯେପରି କୌଣସି ବ୍ୟବସ୍ଥାରେ ତ୍ରୁଟି ନରୁହେ ସେଥିନେଇଁ ବାରମ୍ୱାର ଅଭ୍ୟାସ କରାଯାଇଥିଲା । ପ୍ରାୟ ୩୦ ରୁ ଉର୍ଦ୍ଧ୍ବ ଗାଡି ଏହି କାରକେଡରେ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.