ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଧରଣୀଧର ମେଡିକାଲ କଲେଜରେ ହୃଦଘାତର ଜରୁରୀକାଳୀନ ଚିକିତ୍ସା ସମ୍ୱନ୍ଧୀୟ ତାଲିମ ଶିବିର

Published By : Suraj Kumar | April 30, 2025 6:31 PM

କେନ୍ଦୁଝର ସଦର ,୩୦/୪: କେନ୍ଦୁଝର ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନା ପରିସରରେ  ହୃଦଘାତର ଜରୁରୀକାଳୀନ ଚିକିତ୍ସା ସମ୍ୱନ୍ଧୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।   ମହାବିଦ୍ୟାଳୟ ଡିନ୍ ଏବଂ ପ୍ରିନ୍ସିପାଲ୍ ପ୍ରଫେସର ଡକ୍ଟର ଚିନ୍ମୟୀ ମହାପାତ୍ର, ପ୍ରଫେସର ଡକ୍ଟର ମହେନ୍ଦ୍ର କୁମାର ନାୟକଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଫେସର ଡକ୍ଟର ପ୍ରଭାତ କୁମାର ଥାଟୋଇ କୁତ୍ରିମ ଶ୍ୱାସକ୍ରିୟା ସଂକ୍ରାନ୍ତୀୟ ବିଭିନ୍ନ ମଡେଲ ଗୁଡିକୁ ଦେଖାଇ ଲୋକଙ୍କୁ ବୁଝାଇଥିଲେ। ବୟସ୍କ, ପିଲା ଏବଂ ଶିଶୁଙ୍କ ଶ୍ୱାସକ୍ରିୟା ଏବଂ ହୃଦଘାତର ଜରୁରୀକାଳୀନ ପରିସ୍ଥିତି ପରିଚାଳନା ପାଇଁ ବ୍ୟବହୃତ ଜୀବନ ରକ୍ଷାକାରୀ କୌଶଳ ବିଷୟରେ ଲୋକଙ୍କୁ ପରାମର୍ଶ ଦିଆଯାଇଥିଲା।

 ଉକ୍ତ ତାଲିମ କାର୍ଯ୍ୟକ୍ରମରେ  ଡାକ୍ତର, ନର୍ସିଂ ଅଧିକାରୀ, ଫାର୍ମାସିଷ୍ଟ, ଲ୍ୟାବ ଟେକ୍ନିସିଆନ୍, ରେଡିଓଗ୍ରାଫର, ସାନିଟାରୀ, କର୍ମଚାରୀ, ସୁରକ୍ଷା କର୍ମୀ, ରକ୍ଷଣାବେକ୍ଷଣ କର୍ମଚାରୀ  ଯୋଗ ଦେଇଥିଲେ।    ହସ୍ପିଟାଲ ପ୍ରଶାସନିକ କର୍ମଚାରୀ ରାଜେନ୍ଦ୍ର କୁମାର ଜେନା, କୀର୍ତ୍ତିମାନ ମହନ୍ତ ଏବଂ ରାଜା ପ୍ରଧାନ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.