PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ମୁମ୍ବାଇର ପୂର୍ବତନ ପୁଲିସ କମିଶନର ସଞ୍ଜୟ ପାଣ୍ଡେଙ୍କ ବଢିଲା ଅଡ଼ୁଆ, ସବିଆଇ ଏହି ମାମଲାରେ କଲା ଗିରଫ

ନୂଆଦିଲ୍ଲୀ,୨୪/୯ : ମୁମ୍ବାଇର ପୂର୍ବତନ ପୁଲିସ କମିଶନର ସଞ୍ଜୟ ପାଣ୍ଡେଙ୍କୁ ଫୋନ ଟ୍ୟାପିଂ ମାମଲାରେ ସିବିଆଇ ଗିରଫ କରିଛି । ପ୍ରଥମେ ତାଙ୍କୁ ଇଡି ଗିରଫ କରିଥିଲା ଏବଂ ସେ ନ୍ୟାୟିକ ହେପାଜତରେ ଥିଲେ । ଇଡି ଦ୍ବାରା ସଞ୍ଜୟ ପାଣ୍ଡେଙ୍କୁ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ କର୍ମଚାରୀଙ୍କ ଅବୈଧ ଫୋନ ଟ୍ୟାପିଂ ସହ ଯୋଡ଼ି ହୋଇଥିବା ଏକ ମାମଲାରେ ଗିରଫ କରାଯାଇଥିଲା । ଏବେ ଏହି ମାମଲାରେ ସିବିଆଇ ବି ଗିରଫ କରିଛି । ଏହି ମାମଲାରେ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ସିଇଓ ଏବଂ ପୂର୍ବତନ ନିର୍ଦ୍ଦେଶକ ରବି ନାରାୟଣ ବି ଗିରଫ ହୋଇସାରିଛନ୍ତି ।

ପୂର୍ବତନ ପୁଲିସ କମିଶନର ସଞ୍ଜୟ ପାଣ୍ଡେଙ୍କ ଦିଲ୍ଲୀର ଏକ ଅଦାଲତ ୪ଦିନର ସିବିଆଇ ରିମାଣ୍ଡରେ ପଠାଇ ଦେଇଛି । କୋର୍ଟ କହିଛନ୍ତି କି ସିବିଆଇ ପାଖରେ ଯାଞ୍ଚ ଆଗକୁ ବଢାଇବା ଲାଗି ପର୍ଯ୍ୟାପ୍ତ ପରିମାଣରେ ରାସ୍ତା ଅଛି ।

ସମ୍ବନ୍ଧିତ ଖବର