ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଦୃଢ ଭାବରେ ଛିଡ଼ା ହୋଇଛନ୍ତି ମୋଦି ସରକାର; ଅମିତ ଶାହ

Published By : Anindita Ratha | February 19, 2025 1:50 PM

ଭୁବନେଶ୍ବର,୧୯/୦୨: ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଦୃଢ ଭାବରେ ଛିଡ଼ା ହୋଇଛନ୍ତି ମୋଦି ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ବୈଠକରେ ୨୦୨୪ରେ ଅକସ୍ମାତ ବନ୍ୟା, ଭୂସ୍ଖଳନ, ଏବଂ ବାତ୍ୟା ପ୍ରଭାବିତ ୫ ରାଜ୍ୟକୁ ଏନଡିଆରଏଫ୍ ଫଣ୍ଡରୁ ୧୫୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁରି ଦିଆଯାଇଛି। ଏନେଇ ଅମିତ ଶାହ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି।


ଏହା ମଧ୍ୟ ପଢନ୍ତୁ-କୂଅରୁ ମିଳିଲା ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ

ସରକାରୀ ବିବୃତ୍ତି ଅନୁଯାୟୀ, ମୋଟ ୧୫୫୪.୯୯ କୋଟି ଟଙ୍କା ମଧ୍ୟରୁ ଆନ୍ଧ୍ରପ୍ରଦେଶ ପାଇଁ ୬୦୮.୦୮ କୋଟି, ନାଗାଲାଣ୍ଡ ପାଇଁ ୧୭୦.୯୯ କୋଟି, ଓଡ଼ିଶା ପାଇଁ ୨୫୫.୨୪ କୋଟି, ତେଲେଙ୍ଗାନା ପାଇଁ ୨୩୧.୭୫ କୋଟି ଏବଂ ତ୍ରିପୁରା ପାଇଁ ୨୮୮.୯୩ କୋଟି ଟଙ୍କା ମଞ୍ଜୁରି ମିଳିଛି ।  ଅମିତ୍ ଶାହା ନିଜ ସୋସିଆଲ ମିଡି଼ଆ ପ୍ଲାଟଫର୍ମରେ ଏକ ପୋଷ୍ଟ ସେୟାର କରି କହିଛନ୍ତି ଯେ, "ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ମୋଦି ସରକାର ଦୃଢ ଭାବରେ ଛିଡ଼ା ହୋଇଛନ୍ତି ।  ଗୃହ ମନ୍ତ୍ରଣାଳୟ NDRF ଅଧୀନରେ ଆନ୍ଧ୍ର ପ୍ରଦେଶ, ନାଗାଲାଣ୍ଡ, ଓଡ଼ିଶା, ତେଲେଙ୍ଗାନା ଏବଂ ତ୍ରିପୁରାକୁ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର ହେଇଛନ୍ତି। ଏହା NDR ପାଣ୍ଠି ଅଧୀନରେ ୨୭ଟି ରାଜ୍ୟକୁ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ୧୮,୩୨୨.୮୦ କୋଟି ଟଙ୍କା ରାଶିର ଅତିରିକ୍ତ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.