ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଅଜଣା ଗାଡ଼ି ଧକ୍କାରେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ

ପାପଡ଼ାହାଣ୍ଡି, ୧୯/୦୩ : ଅଜଣା ଗାଡ଼ି ଧକ୍କାରେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ। ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ମୃଗବିହାର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ଛାତ୍ରଜଣକ ନବରଙ୍ଗପୁରର ଜି. ଈଶ୍ୱର ରାଓ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ନବରଙ୍ଗପୁର ସହରର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜି ଈଶ୍ୱର ରାଓ ଓ ଆକାଶ ଷଡ଼ଙ୍ଗୀ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ଏକ ସ୍କୁଟି ଯୋଗେ ପାପଡ଼ାହାଣ୍ଡି ଆଦର୍ଶ ବିଦ୍ୟାଳୟକୁ ଯାଉଥିଲେ। ଏହି ସମୟରେ ମୃଗ ବିହାର ନିକଟରେ ଏକ ଅଜଣା ଗାଡ଼ି ସ୍କୁଟିକୁ ଧକ୍କା ଦେଇ ଚାଲିଯାଇଥିଲା। ଯାହା ଫଳରେ ଦୁଇ ଛାତ୍ର ରାସ୍ତା କଡ଼ରେ ଛିଟିକି ପଡ଼ିଥିଲେ। ଈଶ୍ୱରଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଆକାଶ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପାପଡ଼ାହାଣ୍ଡି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.