ପ୍ରମୂଖ ଖବର
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବଡ଼ଦେଉଳରେ ଚକ୍ରବୁଲା ଏକାଦଶୀ ନୀତି, ନଗର ପରିକ୍ରମା କରିବେ ସୁଦର୍ଶନ

Published By : Prameya | July 21, 2025 9:26 AM

ପୁରୀ,୨୧/୦୭: ଆଜି ବଡ଼ଦେଉଳରେ ଚକ୍ରବୁଲା ତଥା ଚକ୍ରନାରାୟଣ ଏକାଦଶୀ  ନୀତି ଅନୁଷ୍ଠିତ ହେବ । ପ୍ରଭୁ ଚକ୍ରନାରାୟଣ ବିମାନରେ ଅଧିଷ୍ଠିତ ହୋଇ ନଗର ପରିକ୍ରମା କରିବେ । ରଥଯାତ୍ରା ପରେ ଠାକୁରଙ୍କ ଏହା ହେଉଛି  ପ୍ରଥମ ବାହାର ବିଜେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ସରିବା ପରେ ଏହି ନୀତି ସମ୍ପନ୍ନ ହୋଇଥାଏ । 

ଚକ୍ରନାରାୟଣ ହେଉଛନ୍ତି ମହାପ୍ରଭୁଙ୍କ ସୁଦର୍ଶନ ଚକ୍ର । ଆଗ କାଳରେ ଶ୍ରୀକ୍ଷେତ୍ରରେ ମହାମାରୀରେ ପଡ଼ି ଲୋକେ ଡ଼ହଳବିକଳ  ହେଉଥିଲେ । ସାହି ସାହିରେ ମୃତ୍ୟୁ ତାଣ୍ଡବ ରଚୁଥିଲା । ଏଭଳି ସ୍ଥିତିରେ ମହାପ୍ରଭୁ ତାଙ୍କ ଆୟୁଧ ଚକ୍ରନାରାୟଣଙ୍କୁ ପଠାଇ ନଗରବାସୀଙ୍କ ଖବର ନେଇଥାନ୍ତି। ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଚାରି ଆଶ୍ରମରେ ଠାକୁରେ ବିଜେ ହୋଇ ସ୍ୱତନ୍ତ୍ର ନୀତି ପାଳିତ  ହୋଇଥାଏ । କାହିଁ କେଉଁ କାଳରୁ ଶ୍ରୀମନ୍ଦିରରେ ଏହି ଦେବବିଧି ପ୍ରଚଳିତ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.