ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ, ନିର୍ବାଚନୀ ଇସ୍ତାହାର କମିଟିର ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର, ୦୩/୦୪: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ। ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ଏହାସହ ବିଜେଡି ରାଜ୍ୟ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। 

ସୂଚନାନୁଯାୟୀ, ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି । ଏଥସହିତ ତାଙ୍କୁ ରାଜ୍ୟ ଉପସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.