ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ, ନିର୍ବାଚନୀ ଇସ୍ତାହାର କମିଟିର ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର, ୦୩/୦୪: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ। ଚନ୍ଦ୍ରଶେଖରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ଏହାସହ ବିଜେଡି ରାଜ୍ୟ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଛି। 

ସୂଚନାନୁଯାୟୀ, ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି । ଏଥସହିତ ତାଙ୍କୁ ରାଜ୍ୟ ଉପସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.