ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

IPL-2025: ହାଇଦ୍ରାବାଦକୁ ୧୫୫ର ଟାର୍ଗେଟ ଦେଲା ଚେନ୍ନାଇ; ହର୍ଷଲ ପଟେଲଙ୍କୁ ମିଳିଲା ୪ ୱିକେଟ

Published By : Bijay Swain | April 25, 2025 9:39 PM

Image courtesy: bcci

ନୂଆଦିଲ୍ଲୀ: ଚଳିତ ଆଇପିଏଲ ସିଜିନର ୪୩ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ, ସନରାଇଜର୍ସ ହାଇଦ୍ରାବାଦକୁ ୧୫୫ ରନର ଟାର୍ଗେଟ ଦେଇଛି। ଚେନ୍ନାଇର ଏମଏ ଚିଦାମ୍ୱରମ ଷ୍ଟାଡିୟମରେ ଟସ୍ ଜିତି ହାଇଦ୍ରାବାଦ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଚେନ୍ନାଇ ୧୯.୫ ଓଭରରେ ମାତ୍ର ୧୫୪ ରନ କରି ଅଲଆଉଟ ହୋଇଯାଇଛି। 

ଚେନ୍ନାଇ ପକ୍ଷରୁ ଡେବାଲ୍ଡ ବ୍ରେବିସେ ସବୁଠୁ ଅଧିକ ୪୨ ରନ ସଂଗ୍ରହ କରିପାରିଛନ୍ତି। ଅନ୍ୟପଟେ ହାଇଦ୍ରାବାଦ ପକ୍ଷରୁ ବୋଲିଂ କରୁଥିବା ହର୍ଷଲ ପଟେଲଙ୍କୁ ମୋଟ୍ ୪ଟି ୱିକେଟ ହାସଲ କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.