ପ୍ରମୂଖ ଖବର
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

ବୌଦ୍ଧ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

Published By : prameya | May 18, 2025 12:05 PM

ବୌଦ୍ଧ,୧୮/୦୫:ବୌଦ୍ଧ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳ ୧୧ଟା ସମୟରେ  ମୁଖ୍ୟମନ୍ତ୍ରୀ  ଭୁବନେଶ୍ୱରରୁ ହେଲିକପ୍ଟରରେ ଆସି ବୌଦ୍ଧ ସହର ସ୍ଥିତ କଚେରୀ ପଡିଆଠାରେ ଅବତରଣ କରିଥିଲେ । ଠାରେ ତାଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ  ସରୋଜ କୁମାର ପ୍ରଧାନ,କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ,ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ ପ୍ରମୁଖ ସ୍ବାଗତ କରିଥିଲେ। ତେବେ ମୁଖ୍ୟମନ୍ତ୍ରୀ ତାଙ୍କର ଏହି   ସମୟରେ ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । 

କଚେରୀ ପଡିଆରୁ ମୁଖ୍ୟମନ୍ତ୍ରୀ ସର୍କିଟ ହାଉସ ଯାଇଥିଲେ ।  ପରେ ସେଠାରୁ ଜ଼ିଲ୍ଲାପାଳଙ୍କ କାର୍ଯ୍ୟଳୟକୁ ଯାଇ ସଦଭାବନା ଗୃହରେ ଜିଲ୍ଲାର ବିକାଶ କାର୍ଯ୍ୟ ଉପରେ  ସମସ୍ତ ବିଭାଗର ସମୀକ୍ଷା କରିବେ । ଅପରାହ୍ନ ୪ ଘଣ୍ଟା ସମୟରେ ସରସରା ଗ୍ରାମରେ ଥିବା ଖେଳ ପଡିଆରେ ଏକ ସାଧାରଣ ସଭାରେ ଯୋଗ ଦେବେ । ଏହା ପରେ ଅପରେସନ ସିନ୍ଦୁରକୁ ନେଇ ତ୍ରିରଙ୍ଗା ଶୋଭାଯାତ୍ରାର ଶୁଭ ଉଦଘାଟନ କରି ସରସରା ଗ୍ରାମର ଖେଳ ପଡିଆରୁ  ସରସରା ଗ୍ରାମ ରାସ୍ତା  ମଧ୍ଯ ଦେଇ  ପଞ୍ଚାୟତ  ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୁଏ ସେଥିପାଇଁ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.