ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ନୟାଗଡ଼ରେ ମୁଖ୍ୟମନ୍ତ୍ରୀ, ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି ମୋହନ ମାଝୀ

Published By : Swapna Ray | December 29, 2024 12:24 PM

ନୟାଗଡ଼, ୨୯।୧୨: ନୟାଗଡ଼ରେ ଫସଲ କ୍ଷତି ଅନୁଧ୍ୟାନ କରୁଛନ୍ତି ମୋହନ ମାଝୀ । ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି । ଦୁଇଦୁଇଟି ଅଦିନିଆ ଲଘୁଚାପ ବର୍ଷା ନୟାଗଡ଼ ଜିଲ୍ଲାରେ ଧାନ ଫସଲକୁ ଉଜାଡ଼ି ଦେଇଛି । ଜିଲ୍ଲାର ୩ଟି ବ୍ଲକ୍ ରଣପୁର, ଓଡ଼ଗାଁ ଏବଂ ନୟାଗଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଜିଲ୍ଲାର କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ ଚାଷଜମି ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ରବିବାର ଜିଲ୍ଲାର ରଣପୁର ବ୍ଲକର କାଣ୍ଡପଡ଼ା ଗାଁରେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିବାକୁ ଚାଷୀ ଗଜାଧାନକୁ ଧରି ବିଲ ପାଖରେ ଅପେକ୍ଷା କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.