ପ୍ରମୂଖ ଖବର
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ

Published By : Prameya | May 22, 2025 8:22 AM

ଭୁବନେଶ୍ବର ୨୨/୫: ଆଜି ଯାଜପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ନଗରରେ ବିଶାଳ ଜନସଭାରେ ହେବେ ସାମିଲ। ସେଠାରେ କଳିଙ୍ଗ ନଗର ଏବଂ ଯାଜପୁର ଜିଲ୍ଲାର ୧୨ ପ୍ରକଳ୍ପର ଶିଳାନ୍ୟାସ, ୪ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲାରେ ୧,୧୫, ୦୦ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଟାଟା ଷ୍ଟିଲ୍ ୬୩ ହଜାର କୋଟି ଖଟାଇବ। ଏଥିସହିତ ୩୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।  କଳିଙ୍ଗ ନଗର ସମାବେଶ ସ୍ଥଳରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ସାଂସଦ ଡଃ. ରବୀନ୍ଦ୍ର ନାରାୟଣ ବେହେରା ସମେତ ସ୍ଥାନୀୟ ଲୋକପ୍ରତିନିଧି, ଜିଲ୍ଲା ପ୍ରଶାସକ ମଧ୍ୟ ସାମିଲ୍ ହେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.