ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୮/୦୭ : ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଜମିଗୁଡିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ।

ପ୍ରଚଳିତ ନିୟମ ଅନୁଯାୟୀ, ଜବରଦଖଲ ହଟିବା ପରେ ଏହାକୁ ବାଡ଼ ବସାଇ ଓ ଏଥିରେ ସମସ୍ତଙ୍କ ଦୃଷ୍ଟି ଗୋଚର ହେବା ଭଳି ସାଇନ୍ ବୋର୍ଡ ଲଗାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.