ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ଟ୍ରାକ୍ଟର ତଳେ ଚାପି ହୋଇ ଶିଶୁପୁତ୍ର ମୃତ

ବୌଦ୍ଧ, ୩୦।୧୧  : ଟ୍ରାକ୍ଟର ତଳେ ଚାପି ହୋଇ ୩ ବର୍ଷର ଶିଶୁପୁତ୍ର ମୃତ । ଆଦର୍ଶ ଥାନା ନାରାୟଣନଗରରେ ଏଭଳି ଅଭାବନୀୟ ଘଟଣା ଘଟିଚି । ମୃତ ଶିଶପୁତ୍ର  ଜଣକ ହେଲେ ଆହ୍ବାନ କର୍ଣ୍ଣ। 

ରାୟଣନଗରର ଅନିଲ କର୍ଣ୍ଣଙ୍କ ପୁଅ  ଆହ୍ବାନ ଘର ସାମ୍ନାରେ ଖେଳୁଥିଲେ। ଏହି ସମୟରେ  ହଠାତ ରଖାଯାଇଥିବା ଟ୍ରାକ୍ଟରଟି ଗଡିଯାଇ ଆହ୍ବାନଙ୍କ ଉପରେ ମାଡିଯାଇଥିଲା। ତୁରନ୍ତ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ସେଠାରେ  ଶିଶୁପୁତ୍ରକୁ ଡାକ୍ତର ମୃତ ଘୋଷଣା କରିଥିଲେ। । ଖବର ପାଇ ଘଟଣାସ୍ଥଳରେ  ଆଦର୍ଶ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.