ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ଜଳିଗଲା ୫ ବର୍ଷର ଶିଶୁ

କେନ୍ଦ୍ରାପଡା, ୭।୧୨ : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁର ମୃତ୍ୟୁ ଘଟିଥିବା  ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି। ଏଥିସହ ଦୁଇ ବଖରା ଘର ସହ ବାହାଘର ଟେଣ୍ଟ ମଧ୍ୟ ଜଳିଯାଇଛି।  ଗୁରୁତର ୨ ଜଣଙ୍କୁ  ଡାକ୍ତରଖାନାରେ  ଭର୍ତ୍ତି କରାଯାଇଛି।  ମୃତ ଶିଶୁଟି ବାହାଘର ପାଇଁ ବନ୍ଧୁ ଘରକୁ ଆସିଥିଲା  । 

 ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁର ରତ୍ନାକର ମଲିକଙ୍କ ପୁଅ ବବୁଲ ମଲିକଙ୍କ ଆଜି ବିବାହ ଥିଲା।  ବର ବାହାରିବା ପାଇଁ ପ୍ରସ୍ତୁତି ହେଉଥିଲା। ବରଯାତ୍ରୀ ଯିବା ପାଇଁ   ଗାଡିରେ ପେଟ୍ରୋଲ ପକାଇବା ବେଳେ ହଠାତ ନିଆଁ ଲାଗି ଯାଇଥିଲା। 
 

ଆହୁରି ପଢନ୍ତୁ : ବାଇକ ଉପରେ ମାଡିଗଲା ବସ୍ : ବାଇକ ଚାଳକ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.