ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ଜଳିଗଲା ୫ ବର୍ଷର ଶିଶୁ

କେନ୍ଦ୍ରାପଡା, ୭।୧୨ : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁର ମୃତ୍ୟୁ ଘଟିଥିବା  ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି। ଏଥିସହ ଦୁଇ ବଖରା ଘର ସହ ବାହାଘର ଟେଣ୍ଟ ମଧ୍ୟ ଜଳିଯାଇଛି।  ଗୁରୁତର ୨ ଜଣଙ୍କୁ  ଡାକ୍ତରଖାନାରେ  ଭର୍ତ୍ତି କରାଯାଇଛି।  ମୃତ ଶିଶୁଟି ବାହାଘର ପାଇଁ ବନ୍ଧୁ ଘରକୁ ଆସିଥିଲା  । 

 ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁର ରତ୍ନାକର ମଲିକଙ୍କ ପୁଅ ବବୁଲ ମଲିକଙ୍କ ଆଜି ବିବାହ ଥିଲା।  ବର ବାହାରିବା ପାଇଁ ପ୍ରସ୍ତୁତି ହେଉଥିଲା। ବରଯାତ୍ରୀ ଯିବା ପାଇଁ   ଗାଡିରେ ପେଟ୍ରୋଲ ପକାଇବା ବେଳେ ହଠାତ ନିଆଁ ଲାଗି ଯାଇଥିଲା। 
 

ଆହୁରି ପଢନ୍ତୁ : ବାଇକ ଉପରେ ମାଡିଗଲା ବସ୍ : ବାଇକ ଚାଳକ ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.