ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡି ଛାଡିଲେ ଚିତ୍ରକୋଣ୍ଡାର ପୂର୍ବତନ ବିଧାୟକ ଡମ୍ବୁରୁ ଶୀଶା

ମାଲକାନଗିରି, ୨୮।୩ :  ବିଜେଡି ଛାଡିଲେ ଚିତ୍ରକୋଣ୍ଡାର ପୂର୍ବତନ ବିଧାୟକ ଡମ୍ବୁରୁ ଶୀଶା। ବିଜେଡିର ପ୍ରାଥମିକ ସଦସ୍ୟରୁ ସେ ଇସ୍ତଫା  ଦେଇଛନ୍ତି। ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। 

ଡମ୍ବରୁ ଶୀଶା ୨୦୧୪ରେ ଚିତ୍ରକୋଣ୍ଡାରୁ ବିଧାୟକ ଭାବେ ବିଜେଡିରୁ  ନିର୍ବାଚିତ ହୋଇଥିଲେ। ତେବେ ୨୦୧୯ରେ ତାଙ୍କୁ ବିଜେଡିରୁ ଟିକେଟ ମିଳି ନ ଥିଲା। ତାଙ୍କ ସ୍ଥାନରେ ପୂର୍ଣ୍ଣଚନ୍ଦ୍ର ବାକାଙ୍କୁ ଟିକେଟ ମିଳିଥିଲା।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.